କେନ୍ଦ୍ରାପଡ଼ା ୧୯।୧୨: ସ୍କୁଲରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଚାଲିଥିବା ବେଳେ ମହୁମାଛି ଆକ୍ରମଣ । କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ୍ ଅନ୍ତର୍ଗତ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ୧୨ ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଆହତ ମାନେ ଛତା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।
You Can Read: