ହୀରାକୁଦ ଜଳଭଣ୍ଡାରର ୧୬ ଗେଟ୍ ଖୋଲା : ଜଳସ୍ତର ରହିଛି ୬୦୫.୩୧ ଫୁଟ

Published By : Prameya-News7 Bureau | July 10, 2025 IST

ସମ୍ବଲପୁର ୧୦।୭: ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ବାମ ପାର୍ଶ୍ବରେ ୧୧ଟି ଗେଟ୍ ଏବଂ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୮ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୫.୩୧ ଫୁଟ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୪୧ ହଜାର ୨୫୨ କ୍ୟୁସେକ୍ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି ୨ ଲକ୍ଷ ୬୮ ହଜାର ୪୬୯ କ୍ୟୁସେକ୍ ଜଳ ।

You Can Read:

ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ !

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.