କାର୍-ବାଇକ୍ ମୁହାଁମୁହିଁ ଧକ୍କା, ୨ ବାଇକ୍ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ

Published By : Prameya-News7 Bureau | April 23, 2025 IST

ବୌଦ୍ଧ ୨୩।୪ବୌଦ୍ଧ ପୁରୁଣାକଟକ ଥାନା ୫୭ ନମ୍ବର ଜାତୀୟ ରାଜପଥ ଦିଗିସିରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁଇ ବାଇକ୍ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । କାର୍ ଡ୍ରାଇଭର ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର । ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପହଞ୍ଚିଲା ପୁରୁଣାକଟକ ପୋଲିସ । 

You Can Read:

ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ୍ ମହିଳା କୋର୍ଟ, ଆରମ୍ଭ ହୋଇଛି ପ୍ରକ୍ରିୟା : ଆଇନ ମନ୍ତ୍ରୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.