କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | September 11, 2024 IST

Breaking_2

ଭୁବନେଶ୍ବର ୧୧/୯: କେନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ବର ବାଲିଅନ୍ତା ଥାନା ପଟୁପଡାରେ ହତ୍ୟାକାଣ୍ଡ । ପାରିପାର୍ଶ୍ବିକ ସ୍ଥିତିରୁ କେହି ଯୁବକଙ୍କୁ ମାରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ମିଳିନି । ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି । 

  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.