ଭୁବନେଶ୍ବର ୨୭।୮: ଦୁଇ ଦିନ ବିରତି ପରେ ପୁଣି ସରଗରମ ହେବ ବିଧାନସଭା ଅଧିବେଶନ। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ବୀମା ବିଭାଗର ପ୍ରଶ୍ନକାଳ ରହିଛି ।
ଶୂନ୍ୟକାଳରେ ସୁଭଦ୍ରା ଗାଇଡ୍ ଲାଇନ୍ ପ୍ରସଙ୍ଗ ଉଠିପାରେ । ସେପଟେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି । ବିରୋଧୀ ଦଳ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ ।
You Can Read:
ଆସୁଛି ଲଘୁଚାପ, ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗର ଆଲର୍ଟ