ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ସରକାର, ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ

Published By : Prameya-News7 Bureau | September 13, 2024 IST

ପୁରୀ ୧୩।୯: ବିରୋଧ ପରେ ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ । ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କଲେ ଅବକାରୀ କମିଶନର । 

ପୁରୀ ପୌରାଞ୍ଚଳରେ ସମୁଦ୍ର ବେଳାଭୂମିରେ ମଦ ଦୋକାନ ଖୋଲିବନି । ସାମାଜିକ, ଧାର୍ମିକ ଓ ସାଂସ୍କୃତିକ ଦିଗକୁ ଦୃଷ୍ଟିରେ ନିଷ୍ପତ୍ତି ପରିବର୍ତ୍ତନ କଲେ ସରକାର । ସେହିପରି ରାଜ୍ୟର ଅନ୍ୟ ଧର୍ମ ଅନୁଷ୍ଠାନର ୫ କି.ମି. ପରିଧିରେ ଖୋଲିବନି ମଦ ଦୋକାନ ।

You Can Read:

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା, ଉଦଳା-ବାଲେଶ୍ୱର ଯୋଗାଯୋଗ ବିଚ୍ଛିନ୍ନ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.