ରାଜ୍ୟର ପଦ୍ମ ବିଜେତାଙ୍କ ପାଇଁ ବଡ଼ ଘୋଷଣା: ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନସୂଚକ ରାଶି

Published By : Prameya-News7 Bureau | November 09, 2024 IST

News7

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନସୂଚକ ସହାୟକ ରାଶି। ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାରପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.