ବ୍ରହ୍ମପୁରରେ ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ଯାତ୍ରା, ସ୍ଥାପନ ହେବ ଶୁଭଖୁଣ୍ଟି

Published By : Prameya-News7 Bureau | March 12, 2025 IST

ବ୍ରହ୍ମପୁର ୧୨।୦୩ : ବ୍ରହ୍ମପୁରରେ ପ୍ରସିଦ୍ଧ ମା ବୁଢୀ ଠାକୁରାଣୀଙ୍କ ଯାତ୍ରା । ଚଳିତ ବର୍ଷ ଅନୁଷ୍ଠିତ ହେବ ବ୍ରହ୍ମପୁରର ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା । ଏଥିପାଇଁ ଆଜି ସ୍ଥାପନ ହେବ ଶୁଭଖୁଣ୍ଟି । ପରମ୍ପରା ଅନୁଯାୟୀ ସକାଳୁ ବାଜିଛି ଡେଙ୍ଗୁରା । ଡେଙ୍ଗୁରା ବଜାଇ ସହରବାସୀଙ୍କୁ ଅବଗତ କରାଯାଇଛି। ବୁଧବାର ସକାଳୁ ବାପା ଦେଶିବେହେରା ମାଆ ବୁଢ଼ୀ ଠାକୁରାଣୀ ମନ୍ଦିରରେ ପହଂଚି ପୂଜାର୍ଚନା କରିଥିଲେ। ଏହା ପରେ ଦେଶିବେହେରାଙ୍କ ଘର ସମ୍ମୁଖରୁ ଡେଙ୍ଗୁରା ବଜାଇବା କାର୍ଯ୍ୟକ୍ରମ ଆରମ୍ଭ କରି ସହରବାସୀଙ୍କୁ ଅବଗତ କରାଯାଇଛି।



News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.