ଶନିବାର ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ଲାଗିପାରେ ମୋହର

Published By : Prameya-News7 Bureau | September 28, 2024 IST

ଭୁବନେଶ୍ୱର ୨୮।୦୯: ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ  ବସିବ । ଅପରାହ୍ନ ୫ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ବୈଠକରେ ୪ଟି ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ବଣ୍ଟନ ବ୍ୟବସ୍ଥା  ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ ବିଭାଗର ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଆସିପାରେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.