ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍, ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ

Published By : Prameya-News7 Bureau | June 25, 2024 IST

ମାଥିଲି ୨୫।୬: ମାଲକାନଗିରି ଜିଲ୍ଲା ସିଙ୍ଗଲବେଚା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦ୍ରୁତଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍ । ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇବା ସହ ତଦନ୍ତ ଜାରି ରଖିଛି ।

You Can Read :

ସୀମାନ୍ତରେ ଯବାନ-ମାଓବାଦୀ ଗୁଳିବିନିମୟ, ଏନ୍‌କାଉଣ୍ଟରରେ ଜଣେ ମାଓବାଦୀ ନିହତ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.