ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ଶୁଣିଲେ ମୁଖ୍ୟମନ୍ତ୍ରୀ, ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ

Published By : Prameya-News7 Bureau | October 27, 2024 IST

ଭୁବନେଶ୍ବର ୨୭।୧୦: ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଛନ୍ତି । ମନ୍ କି ବାତ୍ କାର୍ଯ୍ୟକ୍ରମର ୧୧୫ ତମ ସଂସ୍କରଣ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ । ସେହି ସମୟରେ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

You Can Read:

ନଭେମ୍ବର ୨ ତାରିଖ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ, କେନ୍ଦ୍ରୀୟ ଟିମ୍ ବି କରିବ ଅନୁଧ୍ୟାନ : ସୁରେଶ ପୂଜାରୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.