SRCଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା

Published By : Prameya-News7 Bureau | October 26, 2024 IST

ଭୁବନେଶ୍ବର ୨୬।୧୦: ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ ମୁଖ୍ୟ ଶାସନ ସଚିବ, ଏସଆରସି, ଉନ୍ନୟନ କମିଶନରଙ୍କ ସହ କୃଷି ସଚିବ ଉପସ୍ଥିତ ରହିଛନ୍ତି । ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିସି ଜରିଆରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରୁଛନ୍ତି ।


You Can Read:

କଟକ ଜିଲ୍ଲାରେ ‘ଦାନା’ ସେଭଳି କୌଣସି କ୍ଷୟକ୍ଷତି କରିନାହିଁ, ମାତ୍ର ୪ ଘର ଆଂଶିକ କ୍ଷତିଗ୍ରସ୍ତ : ଜିଲ୍ଲାପାଳ

  • odisha
  • OdishaNews
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.