ଭୁବନେଶ୍ବର ୨।୧: ଜାନୁଆରୀ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନାଯୋଗ୍ୟ ଯେ, ଆସନ୍ତା ଜାନୁଆରୀ ୬ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
You Can Read:
ଓଏଏସ୍ ସ୍ତରରେ ଅଦଳବଦଳ : ୩ ପ୍ରଶାସନିକ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର