ପ୍ରକାଶ ପାଇଲା ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

Published By : Prameya-News7 Bureau | May 26, 2024 IST

ଭୁବନେଶ୍ବର ୨୬।୫: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଏକ ସଙ୍ଗେ ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି । ତେବେ କଳାରେ ପାସ୍‌ ହାର ୮୦.୯୫ ପ୍ରତିଶତ ଥିବା ବେଳେ ବିଜ୍ଞାନରେ ପାସ୍‌ ହାର ୮୬.୯୩ ପ୍ରତିଶତ ରହିଛି । 

ସେହିଭଳି ବାଣିଜ୍ୟରେ ପାସ୍‌ ହାର ୮୨.୨୭ ପ୍ରତିଶତ ରହିଛି । ଛାତ୍ରଛାତ୍ରୀମାନେ www.orissaresults.nic.inରେ ରେଜଲ୍ଟ ଦେଖିପାରିବେ ।

You Can Read :

ପ୍ରକାଶ ପାଇଲା ମାଟ୍ରିକ୍‌ ରେଜଲ୍ଟ, ଚଳିତ ବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.