ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୨ ସପ୍ତାହ ମଧ୍ୟରେ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

Published By : Prameya-News7 Bureau | April 01, 2025 IST

ଭୁବନେଶ୍ୱର ୦୧।୦୪ : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜ୍ୟସ୍ତରୀୟ ଓଡ଼ିଶା ଦିବସ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଦୁଇ ସପ୍ତାହ ମଧ୍ୟରେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ଯୋଜନା । ସାରା ଓଡ଼ିଶାରେ ୩ କୋଟି ୫୨ ଲକ୍ଷ ଲୋକଙ୍କୁ ସାମିଲ କରାଯିବ । ଏହାଦ୍ୱାରା ଦେଶ ସାରା ୨୯ ହଜାର ମେଡିକାଲରେ ସ୍ୱାସ୍ଥ୍ୟ ସେବା ମିଳିବ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.