ସୋମବାର ଦିନ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Published By : Prameya-News7 Bureau | December 15, 2024 IST

ଭୁବନେଶ୍ୱର ୧୫।୧୨: ଆସନ୍ତା ଡିସେମ୍ବର ୧୬ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଭୁବନେଶ୍ୱର ୟୁନିଟ୍ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ହେବ । 

ଗତ ଅକ୍ଟୋବର ୨୮ ତାରିଖ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ନିମନ୍ତେ ପଞ୍ଜୀକରଣ କରିଥିବା ଆବେଦନକାରୀ ମାନେ ସୋମବାର ଏହି ଜନଶୁଣାଣିରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହିତ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଛି l 

You Cam Read:

ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା : ଅଟୋ ଡ୍ରାଇଭର ମୃତ, ୬ ଯାତ୍ରୀ ଆହତ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.