ବାଇକ୍‌କୁ ପିଟିଲା ଟ୍ରେଲର, ଘଟଣାସ୍ଥଳରେ ଦୁଇ ଆରୋହୀଙ୍କ ମୃତ୍ୟୁ

NEWS7
couple-lost-his-life-in-koraput-jeypur-area

ବଣାଇ ୬।୧୨: ଟ୍ରେଲର ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ୧୪୩ ନଂ ଜାତୀୟ ରାଜପଥର ଗମଲେଇ ନିକଟରେ ଘଟିଛି ଦୁର୍ଘଟଣା । ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଘଟଣାସ୍ଥଳରେ ଲହୁଣୀପଡ଼ା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇବା ସହିତ ଟ୍ରେଲର ଡ୍ରାଇଭରକୁ ମଧ୍ୟ ଅଟକ ରଖିଛି ।