ଶିମିଳିପାଳରେ ପ୍ରବଳ ବର୍ଷା, ଆଉ ତିନି ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଅଭୟାରଣ୍ୟ

Published By : Prameya-News7 Bureau | October 25, 2024 IST

କରଞ୍ଜିଆ ୨୫।୧୦: ଆଉ ତିନି ଦିନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ । ବାତ୍ୟା ‘ଦାନା’ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ସେହିଭଳି ଶିମିଳିପାଳରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିଛି । ଏଥି ଯୋଗୁଁ ଆସନ୍ତା ୨୬, ୨୭ ଓ ୨୮ ତାରିଖ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଏ ନେଇ ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।

You Can Read:

ଶତାୟୁ ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନଙ୍କ ପରଲୋକ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.