ଭୁବନେଶ୍ବର ୧୧।୧୦: ପବିତ୍ର ଶାରଦୀୟ ଦୁର୍ଗା ପୂଜା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଭୁବନେଶ୍ବରର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲ ଗୁଡ଼ିକର ରେଣ୍ଟ ଛାଡ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ଭୁବନେଶ୍ୱର ସହିତ ସାରା ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲ ପାଇଁ ରେଣ୍ଟ ଛାଡ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
You Can Read:
ମଣ୍ଡପ ବୁଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ: ମାଆଙ୍କ ଆଶିଷ ନେଲେ, ଲୋକଙ୍କ ସହ କଥା ହେଲେ