ଆଗକୁ ସ୍କୁଲ କେମିତି ଖୋଲିବ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

Published By : Prameya-News7 Bureau | June 20, 2024 IST

ଭୁବନେଶ୍ବର ୨୦।୬: ରାଜ୍ୟରେ ସ୍କୁଲ ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଅସହ୍ଯ ଗୁଳୁଗୁଳି ସହ ଗରମ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କିମ୍ବା ଆବଶ୍ୟକ ପଡିଲେ ସ୍କୁଲ ବନ୍ଦ କରିବାକୁ ଜିଲ୍ଲାପାଳ ମାନଙ୍କୁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଯାଏଁ ଏ ନିଷ୍ପତ୍ତି ବଳବତ୍ତର ରହିଛି । ଆଗକୁ ସ୍କୁଲ କେମିତି ଖୋଲିବ ସେ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ନିଷ୍ପତ୍ତି ନିଆଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।


You Can Read :

ବାଚସ୍ପତି ହେବି କେବେ ଭାବି ନଥିଲି, ପଦ ମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରଖିବାକୁ ଚେଷ୍ଟା କରିବି : ସୁରମା ପାଢ଼ୀ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.