ସମ୍ବଲପୁର ୨୬।୧: ସମ୍ବଲପୁରରେ ହାତୀ ମୃତ୍ୟୁ ଅଭିଯୋଗ । ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀ ମୃତ୍ଯୁ ହୋଇଥିବା ଅଭିଯୋଗ ହୋଇଛି । ସମ୍ବଲପୁର ଡିଭିଜନ୍ ସଦର ରେଞ୍ଜ ଲବଡେରା- ବୋଲବଙ୍ଗା ସଂରକ୍ଷିତ ଜଙ୍ଗଲରେ ହାତୀର ମୃତ୍ୟୁ ହୋଇଛି । ଦନ୍ତା ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚିଛି । ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ବନ ବିଭାଗ ଏନେଇ ମୁହଁ ଖୋଲିନି ।
You Can Read:
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : OSRTC ବସ୍ ଓଲଟି ଜଣଙ୍କର ମୃତ୍ୟୁ, ୧୦ରୁ ଅଧିକ ଆହତ