କେନ୍ଦୁଝର ଓ ସୋନପୁରରେ ହେବ ESI ହସ୍ପିଟାଲ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

Published By : Prameya-News7 Bureau | July 26, 2024 IST

ଭୁବନେଶ୍ବର ୨୬: କେନ୍ଦୁଝର ଓ ସୋନପୁରରେ ହେବ ESI ହସ୍ପିଟାଲ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ESI ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

You Can Read:

ରାଜ୍ୟରେ ୨୫ ଲକ୍ଷ ଭୂତ ରାସନ କାର୍ଡ ହିତାଧିକାରୀ ରହିଛନ୍ତି, ସେମାନଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସିଷ୍ଟମ ଆପଣେଇଛନ୍ତି ସରକାର 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.