ସ୍ଥାୟୀ ନିଯୁକ୍ତି ଓ ମାସିକ ପ୍ରୋତ୍ସାହନ ରାଶି ବୃଦ୍ଧି ଦାବିରେ ଧାରଣାରେ ଗାଁ ସାଥୀ

Published By : Prameya-News7 Bureau | March 12, 2025 IST

ବିନିକା ୧୨।୩: ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି ଗାଁ ସାଥୀ । ଗାଁ ସାଥୀଙ୍କୁ ସ୍ଥାୟୀ ନିଯୁକ୍ତି ଓ ମାସିକ ପ୍ରୋତ୍ସାହନ ରାଶି ବୃଦ୍ଧି ଆଦି ଦାବି ନେଇ ଧାରଣାରେ ବସିଛନ୍ତି ।

ମୋହନ ସରକାର ବିରୋଧୀ ଦଳରେ ଥିବାବେଳେ ସରକାରକୁ ଆସିଲେ ଗାଁ ସାଥୀ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଏବେ ସରକାରକୁ ଆସିବା ପରେ ନିଜ ପ୍ରତିଶ୍ରୁତି ଭୁଲି ଯାଇଛନ୍ତି ବୋଲି ଅଭିଯୋଗ କରିଛନ୍ତି ଏହି ଗାଁ ସାଥୀ ମାନେ । ଏମାନଙ୍କ ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଚେତାବନୀ ଦେଇଛନ୍ତି ।

You Can Read:

ସଂସଦରେ ଉଠିଲା ବିଜୁ ବାବୁଙ୍କ ଜୟନ୍ତୀରେ ପଞ୍ଚାୟତିରାଜ ଦିବସ ପାଳନ ନହେବା ପ୍ରସଙ୍ଗ, କ୍ଷୋଭ ପ୍ରକାଶ କଲେ ସାଂସଦ ଦେବାଶିଷ ସାମନ୍ତରାୟ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.