ଶୋଇବା ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୋଲିସ

Published By : Prameya-News7 Bureau | June 06, 2024 IST

ପାଟଣା ୬।୬: ଶୋଇବା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆତ୍ମହତ୍ୟା କରିଥିବା ସନ୍ଦେହ । କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଙ୍କୁରା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଙ୍କୁରା ଗ୍ରାମରେ ଶୋଇବା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ତେବେ ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ପାଟଣା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଜାରି ରଖିଛି ।

You Can Read :

ଧରାକୋଟରେ ନିର୍ବାଚନ ପରବର୍ତ୍ତୀ ହିଂସା, ଯୁବକଙ୍କୁ ପିଟିପିଟି ମାରିଦେଲେ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.