ଭୁବନେଶ୍ବର ୧୮।୬: ଭୁବନେଶ୍ବର ପଥରବନ୍ଧ ବସ୍ତିରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷ ଫଳରେ ଦୁଇ ଗୁରୁତର ହୋଇଛନ୍ତି । ପୋଲିସର ତଦନ୍ତ ଆରମ୍ଭ ।
ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସହିଦନଗର ଥାନା ଅନ୍ତର୍ଗତ ପଥରବନ୍ଧ ବସ୍ତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗୋଷ୍ଠୀ ସଂଘର୍ଷ ଫଳରେ ଗୋଟିଏ ଗୋଷ୍ଠୀର ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଉଛି । ଘଟଣାସ୍ଥଳରେ ସହିଦନଗର ଥାନା ପୋଲିସ ପହଞ୍ଚି । ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚୁରା ପୋଲିସ ।
You Can Read :