ମଣିଷକୁ ସଂକ୍ରମଣ ହୋଇନାହିଁ ବାର୍ଡ ଫ୍ଲୁ, ଜଣଙ୍କୁ ରଖାଯାଇଛି ଆଇସୋଲେସନରେ : ସ୍ୱାସ୍ଥ୍ୟ ମନ୍ତ୍ରୀ

Published By : Prameya-News7 Bureau | August 29, 2024 IST

ଭୁବନେଶ୍ବର ୨୯।୮: ରାଜ୍ୟରେ ମଣିଷକୁ ସଂକ୍ରମଣ ହୋଇନାହିଁ ବାର୍ଡ ଫ୍ଲୁ । ଏହା ସ୍ପଷ୍ଟ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା ତାହା ନେଗେଟିଭ ଆସିଛି । ନିରାକରଣ ଦୃଷ୍ଟିରୁ ଜଣଙ୍କୁ ଆଇସୋଲେସନରେ ରଖାଯାଇଛି । ସ୍ବାସ୍ଥ୍ୟ ବିଭାଗ ଏ ଦିଗରେ ସମ୍ପୂର୍ଣ୍ଣ ସଜାଗ ରହିଛି । ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯାଇଛି । ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ନହେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

You Can Read:

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ

 

 

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.