ସମ୍ବଲପୁର ୧।୮: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଦୁଇଟି ଗେଟ୍ ବନ୍ଦ ହେବା ପରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟରୁ ୮ଟି ଓ ଡାହାଣ ପଟରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡିଛି ।
ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିଲା । ଏବେ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପଟୁ ୧୦ଟି ଓ ଡାହାଣ ପଟୁ ୪ଟି ଗେଟ୍ ଖୋଲା ରହିଥିଲା । ଏବେ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି । ଫଳରେ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।
You Can Read: