ମେଷ - ସ୍ବାସ୍ଥ୍ୟ ଅବସ୍ଥାରେ ଆପଣଙ୍କ ସୁଧାର ଆସିବ । ଧନ ପ୍ରାପ୍ତିର ଯୋଗ ରହିଛି । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଗୃହରେ ଆନନ୍ଦର ମାହୋଲ ଦେଖାଯିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବ୍ୟବସାୟ ମଧ୍ୟମ ଫଳ ଦେବ ।
ବୃଷ - ମାନହାନୀ ହେବା ସହ ଅଙ୍ଗରେ ଆଘାତ ଲାଗି ପାରେ । ମାନସିକ ଅଶାନ୍ତି କିଛି ମାତ୍ରା ରେ ଦେଖା ଦେବ । ନୂତନ କାର୍ଯ୍ୟାରମ୍ଭ ପାଇଁ ଦିନଟି ଖୁବ ଭଲ ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି କଷ୍ଟ ଦାୟକ ହେବ ।
ମିଥୁନ- ଦିନଟି ଆପଣଙ୍କୁ ଉତ୍ତମ ଫଳ ଦେବ ।ମନ ପ୍ରଫୁଲ୍ଲ ରହିବ । ନୂତନ ଯାନବାହାନ କ୍ରୟ କରି ପାରନ୍ତି। ଅର୍ଥ ପ୍ରାପ୍ତି ର ଯୋଗ ରହିଛି । ବ୍ୟବସାୟ ରେ ବୃଦ୍ଧି ହେବ । ପରିବାରରେ କିଛି ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେଇ ପାରେ ।
କର୍କଟ - ସ୍ଵାସ୍ଥ୍ୟଗତ ସମସ୍ୟା ଯୋଗୁଁ ଖର୍ଚ୍ଚାନ୍ତ ହେବେ । ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି। ମନ ଅଶାନ୍ତି ରହିବ।ଧୈର୍ଯ୍ୟହରା ହୁଅନ୍ତୁ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ବନ୍ଧୁଙ୍କୁ ପାଇ ଖୁସି ହେବେ ।
ସିଂହ - ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ସନ୍ତାନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ରେ ପଡ଼ି ପାରନ୍ତି । ସମ୍ପତିରେ ବୃଦ୍ଧି ହୋଇ ପାରେ । ବ୍ୟବସାୟରେ ସାମାନ୍ୟ ମାନ୍ଦାବସ୍ଥା ଦେଖା ଦେବ । ବିଦ୍ୟାର୍ଥୀ ମାନେ ନୂତନ ପ୍ରୟାସ କରିବେ।
କନ୍ୟା - ଦିନଟି ଆପଣଙ୍କୁ ଏତେ ମାତ୍ରା ରେ ଭଲ ଭଲ ଦେବ ନାହିଁ ।କାର୍ଯ୍ୟ କ୍ଷେତ୍ରରେ ଦ୍ଵନ୍ଦ ଲାଗି ରହିବ । ମିତ୍ରଙ୍କ ସହଯୋଗ ମିଳିବ ହେଲେ ମଧ୍ୟ ବ୍ୟବସାୟ ରେ ଅଧିକ ପରିଶ୍ରମ ଯୋଗ ରହିଛି । ପରିବାରରେ କଳହ ହୋଇ ପାରେ ।
ତୁଳା - ଦିନଟି ଉତ୍ତମ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ତପ୍ତର ହେବେ । ଆୟ ବୃଦ୍ଧି ହେବ । ପୁରୁଣା ମିତ୍ରଙ୍କୁ ଭେଟି ଆନନ୍ଦ ପାଇବେ । ଅର୍ଥ ନିବେଶ କରିବା ପାଇଁ ଦିନଟି ଉତ୍ତମ ରହିଛି । ବିଦ୍ୟାର୍ଥୀ ମାନେ ଅନେକ ଲାଭବାନ ହେବେ ।
ବିଛା - ନିଜକୁ ଦୃଢ଼ ରଖିଲେ ଦିନଟି ବହୁତ ଭଲ ରେ କଟିବ । ଉନ୍ନତିର ନୂଆ ବାଟ ଆଜି ଦେଖାଯିବ । ଆୟ ବୃଦ୍ଧି ହେବ । ନୂତନ କାର୍ଯ୍ୟ କିମ୍ବା ବ୍ୟବସାୟ ପାଇଁ ଦିନଟି ବହୁତ ଭଲ ରହିଛି । ଛାତ୍ର ଛାତ୍ରୀ ମାନେ ମନରେ ବିଶ୍ୱାସ ରଖନ୍ତୁ ।
ଧନୁ - ଦିନଟି ମଧ୍ୟମ ଫଳ ଦେବ । ଅଟକିଥିବା କାର୍ଯ୍ୟର ପୁନଃ ଆରମ୍ଭ ହେବ । ପତି ପତ୍ନୀଙ୍କ ମଧ୍ୟରେ ସହଯୋଗ ଦେଖିବାକୁ ମିଳିବ । ମିତ୍ରଙ୍କ ଦ୍ଵାରା ଆୟ ଯୋଗ ମଧ୍ୟ ରହିଛି । ବ୍ୟବସାୟ ରେ ଆୟ ବ୍ୟୟ ସମାନ ରହିବ ।
ମକର - ଘାତ ଚନ୍ଦ୍ର ରହିଥିବାରୁ କିଛି ମାନସିକ ସମସ୍ୟା ଦେଖା ଦେଇ ପାରେ । ମନୋବଳ ଦୃଢ଼ ରହିବେ। କାର୍ଯ୍ୟ ରେ ସଫଳତା ଡେରିରେ ମିଳିବ । ବିଦ୍ୟାର୍ଥୀ ମାନେ ପାଠ ରେ ମନୋନିବେଶ କରିବେ । ପରିବାର ରେ ମନ ମାଳିନ୍ୟା ଲାଗି ରହିବ ।
କୁମ୍ଭ - ଆନନ୍ଦ ଉତ୍ସାହ ର ସହିତ ଦିନଟି ଅତିବାହିତ ହେବ । ଧନ ପ୍ରାପ୍ତି ଯୋଗ ରହିଛି । ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ଦେଇଥିବା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହେବାର ଯୋଗ ଅଛି । ପ୍ରେମ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟ ରେ ଲାଭ ଯୋଗ ରହିଛି ।
ମୀନ - ଦିନଟି ଉତ୍ତମ ଫଳ ଦେବ । ମନ ପ୍ରସନ୍ନ ରହିବ । ବ୍ୟବସାୟରେ ବୃଦ୍ଧି ହେବ । ବୁଧବାର ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡି ପାରେ। ଭ୍ରମଣ ଯୋଗ ରହିଛି । ପରିବାରରେ ଶତ୍ରୁ ଭୟ ଦେଖା ଦେଇ ପାରେ । ବିଦ୍ୟାର୍ଥୀ ମାନେ ଉଚ୍ଚାଭିଳାଷୀ ହେବେ ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ - 8249826682