ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ, ଅଭିଯୁକ୍ତ ଫେରାର

Published By : Prameya-News7 Bureau | August 18, 2024 IST

ସୁନ୍ଦରଗଡ ୧୮।୮: ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ । ସୁନ୍ଦରଗଡ କିଞ୍ଜିରକେଲା ଥାନା ରାଏଡିହି ପଞ୍ଚାୟତ ଖିଞ୍ଜିରଡେରା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ରକରି ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ବାମୀ । ହତ୍ୟା ପରେ ଅଭିଯୁକ୍ତ ସ୍ବାମୀ ଫେରାର ହୋଇଯାଇଛି । କିଞ୍ଜିରକେଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

You Can Read:

ଧାନ ରୋଇବା ବେଳେ ଖସିଲା ବଜ୍ର : ଜଣେ ମୃତ, ୪ ଆହତ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.