LIVE TV

ଆଜିଠୁ ବିହାରରେ ପୁଣି ନୀତିଶ ଯୁଗ, ୧୦ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ

NEWS7
i-killed-the-monster-ex-karnataka-top-cops-wife-told-friend-on-video-call-cops

ବିହାର ୨୦/୧୧: ଆଜିଠୁ ବିହାରରେ ପୁଣି ନୀତୀଶ ଯୁଗ । ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ । ନୀତିଶଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ । ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉପସ୍ଥିତ ଅଛନ୍ତି । ଏହାସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି ।