ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା, ଜୁନ୍ ମାସରୁ ମିଳିବ ୩୫୦୦ ଟଙ୍କା

Published By : Prameya-News7 Bureau | May 21, 2025 IST

ଭୁବନେଶ୍ବର : ବଢ଼ିଲା ଭତ୍ତା ଟଙ୍କା । ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ିଲା । ଏଣିକି ଏମାନଙ୍କୁ ମିଳିବ ୩,୫୦୦ ଟଙ୍କା ଭତ୍ତା । ଜୁନ୍ ସୁଦ୍ଧା ୮୦ବର୍ଷ ହୋଇଥିଲେ ବି ମିଳିବ ବର୍ଦ୍ଧିତ ଟଙ୍କା । ଆସନ୍ତା ଜୁନ୍ ମାସରୁ ହିତାଧିକାରୀଙ୍କୁ ୩,୫୦୦ ଟଙ୍କା ବର୍ଦ୍ଧିତ ଭତ୍ତା ମିଳିବ । ବର୍ଦ୍ଧିତ ଭତ୍ତା ନେଇ DSSOsଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି ।


ଏହାଦ୍ବାରା ରାଜ୍ୟରେ ୪ ଲକ୍ଷ ୧୭ ହଜାର ୪୯୬ ଜଣ ହିତାଧିକାରୀ ଉପକୃତ ହେବେ ।


You Can Read:

ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ୩ ଯୁବକଙ୍କ ଜୀବନ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.