ବଲାଙ୍ଗୀର ୬।୮: ବଲାଙ୍ଗିରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ସମୟ । ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହେଲା ସମୟ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତାରିଖ ୮.୯.୨୦୨୪ ରବିବାର ବିଶୁଦ୍ଧ ତୁଳା ଲଗ୍ନନେ ଶୁଭବେଳା ଦିନ ୯ ଘଣ୍ଟା ୩୫ ମିନିଟ୍ରୁ ୧୦ ଘଣ୍ଟା ୭ ମିନିଟ୍ ମଧ୍ୟରେ ଲାଗି ହେବ ନବାନ୍ନ ।
ପାଟଣାଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଆନୁଯାଇ ଲଗ୍ନ ଧାର୍ଯ୍ୟ ହେଉଛି । ଏ ନେଇ ରାଜ ପୁରୋହିତ ସନ୍ତୋଷ କୁମାର ଦାସ ସୂଚନା ଦେଛନ୍ତି ।
You Can Read:
OBCC ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥ ଗିରଫ, ମିଳିଛି ୧.୬୨ କୋଟି ଟଙ୍କାର ଡିପୋଜିଟ୍