ପୁଣି ବିଗିଡ଼ିଲା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

Published By : Prameya-News7 Bureau | July 03, 2024 IST

abp live

ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ପୁଣି ପୁଣି ବିଗିଡ଼ିଛି। ତାଙ୍କୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ସ୍ନାୟୁରୋଗ ବିଭାଗର ବିଶେଷଜ୍ଞଙ୍କ ଏକ ଟିମ୍‌ ଚିକିତ୍ସା କରୁଥିବା ଜଣାପଡ଼ିଛି। 

ଗୋଟିଏ ସପ୍ତାହ ପୂର୍ବରୁ ଏଲକେ ଆଡଭାନୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଯୋଗୁଁ ତାଙ୍କୁ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏମ୍ସର ୟୁରୋଲୋଜି ବିଭାଗରେ ଭର୍ତ୍ତି ହୋଇଥିଲେ। ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ପରେ ତାଙ୍କୁ ତାପରଦିନ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.