କେନ୍ଦୁଝର ୬।୧୨: କେନ୍ଦୁଝରରେ ନାବାଳିକା ଦୁଷ୍କର୍ମକାରୀକୁ ଦଣ୍ଡ । ୨୦ ବର୍ଷ ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଲେ କୋର୍ଟ ।
ସୂଚନାଯୋଗ୍ୟ ଯେ, ଗତ ନଭେମ୍ବର ୨୦୨୩ରେ କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ୫ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ଇଶ୍ଵର ନାଏକ । ୧୯ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଦଣ୍ଡାଦେଶ ଦେଲେ କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ । ଏହାସହ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।
You Can Read:
ଖଳାରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଅମଳ ଧାନ ଓ ମାଣ୍ଡିଆ