ଅଜଣା ଗାଡ଼ି ଧକ୍କାରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ତଦନ୍ତ କରୁଛି ପୋଲିସ

Published By : Prameya-News7 Bureau | October 06, 2024 IST

ଧର୍ମଗଡ ୬।୧୦: ଅଜଣା ଗାଡ଼ି ଧକ୍କାରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ l କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ବିଜୁ ଏକ୍ସପ୍ରେସ ୱେ କୁଲେରଗୁଡ଼ା ନିକଟରେ ଦୁର୍ଘଟଣା । ଶନିବାର ବିଳମ୍ବିତ ରାତିରେ ଜଣେ ଅଜଣା ବ୍ୟକ୍ତିକୁ କୌଣସି ଗାଡି ଧକ୍କା ଦେଇ ଫେରାର ମାରିଥିଲା । ଘଟଣାସ୍ଥଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା l ସକାଳୁ ସ୍ଥାନୀୟ ଲୋକେ ଦେଖି ଆମପାଣି ଥାନା ପୋଲିସକୁ ସୂଚନା ଦେଇଥିଲେ । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି l 

You Can Read:

କାଳୀ ପୂଜା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ, ସମସ୍ତଙ୍କୁ ନିର୍ଦ୍ଦେଶ ମାନିବାକୁ ନିଷ୍ପତ୍ତି

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.