ଭଦ୍ରକରେ ବାତ୍ୟା ‘ଦାନା’ ପାଇଁ ପ୍ରସ୍ତୁତି, ସମୀକ୍ଷା ପାଇଁ ପହଞ୍ଚିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

Published By : Prameya-News7 Bureau | October 22, 2024 IST

ଭଦ୍ରକ: ବାତ୍ୟା ଦାନା ପାଇଁ ସମୀକ୍ଷା । ପହଞ୍ଚିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ହେବ ବାତ୍ୟା ପାଇଁ ସମୀକ୍ଷା । ସାଂସଦ ଅଭିମନ୍ୟୁ ସେଠୀ, ଭଣ୍ଡାରୀପୋଖରୀ ବିଧାୟକ ସଂଜୀବ ମଲ୍ଲିକ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଦ୍ରକ ବିଧାୟକ ସିତାନ୍ସୁ ଶେଖର ମହାପାତ୍ର, ବାସୁଦେବପୁର ବିଧାୟକ ଆଶୋକ ଦାସ, ଜିଲ୍ଲାପାଳ ଓ ଏସପି ଓ ସମସ୍ତ ବିଭାଗର ଅଧିକାରୀ ଉପସ୍ଥିତ ଅଛନ୍ତି । ବାତ୍ୟା ମୁକାବିଲା କରିବା ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତିକୁ ନେଇ ଆଲୋଚନା ହୋଇଛି । ବିଧାୟକମାନେ ନିଜ ନିଜ ଅଞ୍ଚଳର ସମସ୍ୟାକୁ ନେଇ ଆଲୋଚନା କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.