ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣାରେ ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ, ୩ ଦିନରେ ଆକ୍ସନ ରିପୋର୍ଟ ଦେବାକୁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ

Published By : Prameya-News7 Bureau | July 13, 2025 IST

ଭୁବନେଶ୍ବର ୧୩।୭: ଫକୀରମୋହନ କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣାରେ ଜାତୀୟ ମହିଳା କମିଶନଙ୍କ ହସ୍ତକ୍ଷେପ । ନିଜ ଆଡ଼ୁ ମାମଲା ରୁଜୁ କଲା ଜାତୀୟ ମହିଳା କମିଶନ । ଘଟଣାର ଦୃଢ଼ ନିନ୍ଦା ସହ କାର୍ଯ୍ୟାନୁଷ୍ଠାନ ଦାବି କଲା କମିଶନ । ପୋଲିସ ଡିଜିଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ୩ ଦିନରେ ଆକ୍ସନ ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।

 

You Can Read:

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳର ପ୍ରତିବାଦ, ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.