ଭୁବନେଶ୍ୱର ୨୯।୧୨: ଆସନ୍ତା ୩୧ତାରିଖ ଦିନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ନବୀନ ପଟ୍ଟନାୟକ ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ପୁରୀର ସତ୍ୟବାଦୀ, କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ, କଟକର ସାଲେପୁର ଓ ଜଗତସିଂହପୁରର ବାଲିକୁଦା ବ୍ଲକ ଆଦି ସ୍ଥାନ ମାନଙ୍କରେ କ୍ଷତିଗ୍ରସ୍ତ ଚାଷ ଅଞ୍ଚଳ ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ । ସମ୍ପୃକ୍ତ ଅଧିକାରୀ ମାନଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବେ ।
You Can Read:
ଖୋର୍ଦ୍ଧାରେ ପୁଣି ଜବରଦଖଲ ଉଚ୍ଛେଦ ଆରମ୍ଭ, ପ୍ରଶାସନର କାମକୁ ବ୍ୟବସାୟୀ ସଂଘର ବିରୋଧ