ମାଲକାନଗିରି ୪।୨: ଛତିଶଗଡ ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ । ବିଜାପୁର ଦନ୍ତେୱାଡା ସୀମାନ୍ତରେ ଏକ ଆଇଇଡି ବିସ୍ଫୋରଣ ହୋଇଛି । ଯେଉଁଥିରେ ୩ ଜଣ ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ସୁରକ୍ଷାକର୍ମୀ ମାଓ ବିରୋଧୀ ଅଭିଯାନରେ ବାହାରିଥିବା ବେଳେ ନକ୍ସଲପନ୍ଥି ଯବାନଙ୍କୁ ଟାର୍ଗେଟ୍ କରି ଏହି ବିସ୍ଫୋରଣ କରିଛନ୍ତି । ଆହତ ଯବାନଙ୍କୁ ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
ଦିଲ୍ଲୀ ବିଧାନସଭା ନିର୍ବାଚନର ଦିନକ ପୂର୍ବରୁ କେଜ୍ରିୱ...