ଭୁବନେଶ୍ବର ୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି । ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ଯାଏଁ ଛୁଟି ନେଇପାରିବେ । ଗୋଟିଏ ମାସର ଦିନଟିଏ ଛୁଟି ଉକ୍ତ ମାସରେ ହିଁ ନେବାକୁ ପଡ଼ିବ । ଅଣ-ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ ବୋଲି ବିଜ୍ଞପ୍ତିରେ କୁହାଯାଇଛି ।
You Can Read:
କଂଗ୍ରେସକୁ ସାଥିରେ ନେଇ ବିଜେଡି ସରକାର ଗଢ଼ିବ, ସ୍ଵାଧୀନ ବିଧାୟକ ସମର୍ଥନ କରିବେ : ଅତନୁ ସବ୍ୟସାଚୀ