ରାଜ୍ୟରେ ନିର୍ମାଣ ହେବ ୧୨୮୦ ଚେକ୍ ଡ୍ୟାମ୍, ୨୦୨୫ ସୁଦ୍ଧା ସରିବା ୫୮୫ଟିର କାମ

Published By : Prameya-News7 Bureau | September 05, 2024 IST

ଭୁବନେଶ୍ବର ୫।୯: ରାଜ୍ୟରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ହେବ । ଏ ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି । 

ଗୃହରେ ଉତ୍ତର ରଖି ସଂସଦୀୟ ବ୍ୟାପର ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୧୨୮୦ ଚେକ୍ ଡ୍ୟାମ୍ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି । ୨୦୨୪-୨୫ ସୁଦ୍ଧା ୫୮୫ ଚେକ୍‌ ଡ୍ୟାମ୍ ନିର୍ମାଣ କାମ ଶେଷ ହେବ । ଜଳ ପୁନରୁଦ୍ଧାର ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ଗତ ୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ : ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

 

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.