ଆଇପିଏସ୍ ସ୍ତରରେ ଅଦଳ ବଦଳ : ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍

Published By : Prameya-News7 Bureau | July 09, 2025 IST

ଭୁବନେଶ୍ବର ୯।୭: ଆଇପିଏସ୍ ସ୍ତରରେ ଅଦଳ ବଦଳ ହୋଇଛି । ଆଇପିଏସ୍ ଅଧିକାରୀଙ୍କ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୧୯୪ ବ୍ୟାଚ୍‌ର ଆଇପିଏସ୍ ସଞ୍ଜୀବ ପଣ୍ଡାଙ୍କୁ ADG ନକ୍ସଲ ବିରୋଧୀ ଅପରେସନ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ସେହିଭଳି ୨୦୦୯ ବ୍ୟାଚ୍‌ର ଆଇପିଏସ୍ ଅଖିଳେଶ୍ବର ସିଂ ହେଲେ ସ୍ବତନ୍ତ୍ର ଗୁଇନ୍ଦା ଶାଖା ଡିଆଇଜି । ୨୦୧୦ ବ୍ୟାଚ୍‌ର ଆଇପିଏସ୍ କନଓ୍ବର ବିଶାଲ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଦାୟିତ୍ବ ଦିଆଯାଇଛି ।


You Can Read:

ଖୁବ୍ ଶୀଘ୍ର ହେବ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ, ମନମୋହନଙ୍କ ନୂଆ ଟିମ୍‌ରେ ପୁରୁଖା ଓ ଯୁବ ନେତା ହେବେ ସାମିଲ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.