୨୫ ଯାଏ ଲାଗିରହିବ ବର୍ଷା,କାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Published By : Prameya-News7 Bureau | September 21, 2024 IST

ଭୁବନେଶ୍ବର ୨୧/୯: ଆଗାମୀ ୪ ଦିନ ଯାଏ ରାଜ୍ୟରେ ଲାଗିରହିବ ବର୍ଷା । ଦକ୍ଷିଣ ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା  ଅଧିକ । ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ଯାଏ ବର୍ଷା ହେବା ନେଇ ଆକଳନ କରିଛି ଭୁବନେଶ୍ବର ପାଣିପାଗ ବିଭାଗ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.