ଅଯୋଗ୍ୟ ଘୋଷିତ ହେଲେ ଦେବଗଡ଼ ପୌରାଧ୍ୟକ୍ଷା, ତତ୍କାଳ କାର୍ଯ୍ୟରୁ ହଟାଇବାକୁ ନିର୍ଦ୍ଦେଶ

Published By : Prameya-News7 Bureau | January 29, 2025 IST

ଦେବଗଡ଼ ୨୯।୧: ଅଯୋଗ୍ୟ ଘୋଷିତ ହେଲେ ପୌର ପରିଷଦ ଅଧ୍ୟକ୍ଷା । ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଇ ଅଯୋଗ୍ୟ ଘୋଷିତ ହୋଇଛନ୍ତି । ପୌର ଅଧ୍ୟକ୍ଷାଙ୍କୁ ତତ୍କାଳ କାର୍ଯ୍ୟରୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ରାଜ୍ୟପାଳଙ୍କ ଆଦେଶ ଅନୁଯାୟୀ ଚିଠି ଜାରି କରାଯାଇଛି । ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ । ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ଥିଲା । ପୂର୍ବରୁ ଦେବଗଡ଼ ପୌରାଧ୍ୟକ୍ଷାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା ।


You Can Read:

ହଂସିତା-ଅନିଲଙ୍କ ଜାମିନ୍‌ ଆବେଦନ ଖାରଜ, ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ କଲା ପୋଲିସ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.