ପୁରୀ ୩୧।୧: ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨ ଓ ୩ ତାରିଖ ଏବଂ ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏ ନେଇ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି ।
You Can Read:
ହଂସିତାଙ୍କ ସ୍ବାମୀ ମନୋଜ ଆଚାର୍ଯ୍ୟ ହାଇକୋର୍ଟରୁ ନିରାଶ, ଆଗୁଆ ଜାମିନ ଖାରଜ