ଭୁବନେଶ୍ବର ୧୯।୬: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଦୁଇ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି । ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।
ସେହିଭଳି ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି । ପୂର୍ବରୁ ଯୋଜନା ଓ ସଂଯୋଜନା ବିଭଗରେ କାର୍ଯ୍ୟରତ ଥିଲେ ବିନୋଦ ବିହାରୀ ସିଂହ । ଏବେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି ।
You Can Read :
ବଡ଼ଚଣା ପିଏମ କିଶାନ କାର୍ଯ୍ୟକ୍ରମ : ପ୍ରଧାନମନ୍ତ୍ରୀ କିଶାନ ବୀମା ଯୋଜନାରେ ହିତାଧିକାରୀଙ୍କୁ ବୀମା ରାଶି ପ୍ରଦାନ