କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ, AICCକୁ ପଠାଇଲେ ଇସ୍ତଫା ପତ୍ର

Published By : Prameya-News7 Bureau | August 16, 2024 IST

ଭୁବନେଶ୍ବର ୧୬କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ମେଲ୍‌ ଯୋଗେ ସେ ତାଙ୍କ ଇସ୍ତଫା ପତ୍ର AICCକୁ ପଠାଇଛନ୍ତି । ବିଜୟ ପଟ୍ଟନାୟକ ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି । ସାଧାରଣ ନିର୍ବାଚନ-୨୦୨୪ରେ କଂଗ୍ରେସ ତାଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଥିଲା । ନିର୍ବାଚନ ସମୟରେ ବିଜୟ ପଟ୍ଟନାୟକଙ୍କୁ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ବ ଦେଇଥିଲା । ପରେ ପୁଣି ତାଙ୍କ ଠାରୁ ପଦବୀ କାଢ଼ି ନେଇଥିଲା ।

You Can Read:

ଅଣ ଓଡ଼ିଆ ଡିଜି ନିଯୁକ୍ତି ନେଇ ପ୍ରଶ୍ନ ଉଠାଇଲା ବିଜେଡି, ଜିତିବା ପରେ ୟୁ ଟର୍ଣ୍ଣ ନେଇଛି ବିଜେପି : ଲେଖାଶ୍ରୀ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.