ବସିବା ପାଇଁ ନଥିଲା ଚୌକି, ବାହାରେ ଚପଲ ରଖି ଅଫିସ୍‌କୁ ଆସିବାକୁ କହୁଥିଲେ : ରାଜସ୍ୱ ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍

Published By : Prameya-News7 Bureau | July 01, 2025 IST

ଆନନ୍ଦପୁର ୧।୭: ଘସିପୁରା ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ୍ । ତହସିଲଦାର ଅଭୟ କୁମାର ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ରାଜସ୍ୱ ବିଭାଗ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଲୋକଙ୍କୁ ବାହାରେ ଚପଲ ରଖି ତହସିଲ ଭିତରକୁ ଆସିବାକୁ ଅଫିସ୍ ବାହାରେ ନୋଟିସ୍ ଲଗାଇଥିଲେ ତହସିଲଦାର । ଲୋକଙ୍କୁ ବସାଇବାକୁ ଚୌକି ଦେଉନଥିଲେ ଏବଂ ଖରାପ ବ୍ୟବହାର କରୁଥିଲେ । ଏ ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଆକ୍ସନକୁ ଆସିଛି ରାଜସ୍ୱ ବିଭାଗ । ୧୫ ଦିନ ଭିତରେ କାରଣ ଦର୍ଶାଅ ନୋଟିସ୍‌ର ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛି ରାଜସ୍ବ ବିଭାଗ ।

You Can Read:

ବାରଣ ସତ୍ତ୍ବେ ପୁରୀରେ ଉଡ଼ିଲା ଡ୍ରୋନ୍, ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ସହ ରଥଯାତ୍ରା ବେଳର ଦୃଶ୍ୟ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.