ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୬ ଗେଟ୍, ୧୨ ଗେଟ୍ ଦେଇ ଜଳ ନିଷ୍କାସିତ

Published By : Prameya-News7 Bureau | September 12, 2024 IST

ଭୁବନେଶ୍ବର ୧୨।୯: ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୬ଟି ଗେଟ୍‌ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୮ଟି ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେଉଛି । ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୭.୫୦ ଫୁଟ ରହିଥିଲା ।

You Can Read:

ଗଣେଷ ଭସାଣୀ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ, ୭ ଆହତ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.