ରାଜ୍ୟର ବିଭିନ୍ନ ସ୍ଥାନରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର

Published By : Prameya-News7 Bureau | May 23, 2025 IST

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ହେଉଥିବା ରଥଯାତ୍ରା ପାଇଁ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେଉଥିବା ବେଳେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବେ ଆଇନ ବିଭାଗ । 

ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ରଥଯାତ୍ରା ପାଇଁ ମିଳିବ ଆର୍ଥିକ ସରକାର । ଏନେଇ ଅନେକ ଆବେଦନ ଆସିଛି ଏବଂ ଯେଉଁମାନେ ଆବେଦନ କରିନାହାନ୍ତି ତାଙ୍କ କଥା ବିଚାର କରାଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।


You Can Read:

ଟଙ୍କା ପାଇଁ ଶିଶୁ ପୁତ୍ରକୁ ବିକିଦେଲା ମା’ ! ବାପା କହୁଛି ମୋର ପୁଅ ଦରକାର, ବାହୁନି କାନ୍ଦୁଛି ଜେଜେମା’


  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.